Advertisment

ଆସନ୍ତା ୫ରୁ ଝାରସୁଗୁଡ଼ାରୁ କୋଲକାତା ଓ ବାଙ୍ଗାଲୁରୁକୁ ଉଡ଼ିବ ବିମାନ

କୋଲକାତାରୁ ସନ୍ଧ୍ୟା ୫ଟା ୫୦ରେ ବିମାନ ବାହାରି ଝାରସୁଗୁଡ଼ାରେ ସନ୍ଧ୍ୟା ୭ଟା ୨୫ ମିନିଟ୍ ରେ ପହଞ୍ଚିବ।

ଅଦ୍ୟତନ ହୋଇଛି
Flight

Flight

Advertisment

ଝାରସୁଗୁଡ଼ାରୁ କୋଲକାତା ଓ ବେଙ୍ଗାଲୁରୁକୁ ଉଡ଼ିବ ବିମାନା ୫ ନଭେମ୍ବରରୁ କୋଲକାତା ଓ ୧୫ ନଭେମ୍ବରରୁ ବାଙ୍ଗାଲୁରୁକୁ ବିମାନକୁ ଚଳାଚଳ କରିବ। ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ବେଙ୍ଗାଲୁରୁ ଓ କୋଲକାତା ଭଳି ଦୁଇ ପ୍ରମୁଖ ସହର ସହ ସିଧାସଳଖ ଯୋଡ଼ି ହେବ। ଏନେଇ ଇଣ୍ଡିଗୋ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛିା

Advertisment

କୋଲକାତାରୁ ସନ୍ଧ୍ୟା ୫ଟା ୫୦ରେ ବିମାନ ବାହାରି ଝାରସୁଗୁଡ଼ାରେ ସନ୍ଧ୍ୟା ୭ଟା ୨୫ ମିନିଟ୍ ରେ ପହଞ୍ଚିବ। ପୁଣି ଝାରସୁଗୁଡ଼ାରୁ ସନ୍ଧ୍ୟା ୭ଟା ୫୫ ମିନିଟ୍ ରେ ବାହାରି ରାତି ୯ଟା ୨୦ରେ କୋଲକାତାରେ ପହଞ୍ଚିବ।

ସେହିପରି ନଭେମ୍ବର ୧୫ ତାରିଖରେ ବେଙ୍ଗାଲୁରୁରୁ ସକାଳ ୧୦ଟା ୧୫ରେ ବିମାନ ବାହାରି ଦିନ ୧୨ଟା ୨୦ରେ ଝାରସୁଗୁଡ଼ାରେ ପହଞ୍ଚିବ ଓ ଏଠାରୁ ପୁଣି ଦିନ ୧୨ଟା ୫୦ରେ ବାହାରି ଦିନ ୨ଟା ୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ।

Advertisment
Jharsuguda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe