ଚାରିଆଡେ ଜଳମଗ୍ନ, ଛାତ ଉପରେ ଚାଲିଛି ରୋଷେଇ | Odisha Reporter
ବାଲେଶ୍ୱର ଜିଲ୍ଲାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ସାଂଘାତିକ ସ୍ଥିତି। ହନ୍ତସନ୍ତ ହେଉଛନ୍ତି ଲୋକେ। ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲାର ଭୋଗରାଇ, ବସ୍ତା, ବାଲିଆପାଳ, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବ୍ଲକର ୧୪୧ଟି ଗାଁର ୩୫୬୫୪ଜଣ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ଦେଖନ୍ତୁ ବାଲିଆପାଳ ବ୍ଲକ୍ ତାଳୁପଦା ଗାଁର ଏ ଦୃଶ୍ୟ...
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
