ବାଲେଶ୍ୱର ଜିଲ୍ଲାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ସାଂଘାତିକ ସ୍ଥିତି। ହନ୍ତସନ୍ତ ହେଉଛନ୍ତି ଲୋକେ। ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲାର ଭୋଗରାଇ, ବସ୍ତା, ବାଲିଆପାଳ, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବ୍ଲକର ୧୪୧ଟି ଗାଁର ୩୫୬୫୪ଜଣ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ଦେଖନ୍ତୁ ବାଲିଆପାଳ ବ୍ଲକ୍ ତାଳୁପଦା ଗାଁର ଏ ଦୃଶ୍ୟ...
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।
Miscellaneous
ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ
ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।