ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ।
ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ ସାହୁ ଗହଣା ବ୍ୟବସାୟୀ ବୋଲି ଜଣାପଡ଼ିଛି।
Also Read
ଗତକାଲି ରାତିରେ ଦେବଗଡ ବନ ଖଣ୍ଡ ଅଞ୍ଚଳରେ ଥିବା ଏକ ହୋଟେଲରେ ହାତୀ ଦାନ୍ତ କାରବାର ଚାଲିଥିଲା। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ବନ ବିଭାଗ ହୋଟେଲରେ ଚଢ଼ାଉ କରି ୩ଟି ହାତୀ ଦାନ୍ତ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହାତୀ ଦାନ୍ତ କେଉଁଠୁ ଆଣିଲେ, କାହାକୁ ବିକ୍ରି କରିଥାଆନ୍ତେ ସେ ନେଇ ଖୋଳତାଡ ଚାଲିଛି। ଅଭିଯୁକ୍ତମାନେ କେବେଠାରୁ ହାତୀ ଦାନ୍ତ କାରବାରରେ ସଂପୃକ୍ତ ଅଛନ୍ତି ସେ ନେଇ ପଚରାଉଚରା ଚାଲିଛି।
ଦେବଗଡ ଡିଏଫଓ ଧନଜୀ ମଗର, ୩ଜଣଙ୍କୁ ପଚରାଉଚରା ଚାଲିଛି। ଏହି ଘଟଣାରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ତାହା ଜଣରପଡ଼ି ନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।