କିସ୍ ଜମିକୁ ନେଇ କେନ୍ଦ୍ରର ପ୍ରହାର | Odisha Reporter
ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନ୍ସ(କିସ୍)କୁ ଜଙ୍ଗଲ ଜମି ଆବଂଟନ ମାମଲାରେ ନୂଆମୋଡ଼ ଆସିଛି । ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଜୁନ୍ ୨୧ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
