‘KISS’କୁ ଝଟକା

ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଜୁନ୍ ୨୧ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ।

Manoj Swain
  • Published: Sunday, 23 June 2024
  • Updated: 23 June 2024, 04:24 PM IST

Sports

Latest News

ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନ୍ସ(କିସ୍‌)କୁ ଜଙ୍ଗଲ ଜମି ଆବଂଟନ ମାମଲାରେ ନୂଆମୋଡ଼ ଆସିଛି । ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଜୁନ୍ ୨୧ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ନେଇ ସାମାଜିକ କର୍ମୀ ପ୍ରଫୁଲ୍ଲ ସାମନ୍ତରା କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos