ପୂର୍ବତନ ପୁଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

୧୯୫୯ ବ୍ୟାଚ୍‌ର ଅବସରପ୍ରାପ୍ତ IPS ଅଫିସର ଶରତ ମିଶ୍ର।

Sarat Chandra Mishra PhotoOR

ସ୍ୱଗତ ଶରତ ମିଶ୍ର

Tapaswini Nayak
  • Published: Tuesday, 10 October 2023
  • Updated: 10 October 2023, 09:17 AM IST

Sports

Latest News

ପୂର୍ବତନ ପୁଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଶରତ ମିଶ୍ର ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୭ଟା ୨୨ରେ ଶରତ ମିଶ୍ରଙ୍କ ମୃତ୍ୟୁ ହୋଇଥିବା  ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି। 

ସେ ଦୀର୍ଘଦିନ ଧରି RAW ପାଇଁ କାମ କରିଥିଲେ।।  ଅବସର ପରେ ସ୍ୱର୍ଗତ ଶରତ ମିଶ୍ର ବିଭିନ୍ନ ଗଣମାଧ୍ୟମରେ ଅପରାଧ, ଆଇନ୍, ସୁରକ୍ଷା ଆଦି ପ୍ରସଙ୍ଗରେ ନିଜର ସୁଚିନ୍ତିତ ମତ ରଖି ଆସୁଥିଲେ। ଏହାସହ ସାହିତ୍ୟ ଓ ଲେଖାଲେଖିକୁ ଆପଣାଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ସେ ପାଇଥିଲେ।

Also Read

୧୯୫୯ ବ୍ୟାଚ୍‌ର ଅବସରପ୍ରାପ୍ତ IPS ଅଫିସର ଶରତ ମିଶ୍ର। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ତାଙ୍କ ଭାଇ ସୂଚନା ଦେଇଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story