Advertisment

'ଭାଇଙ୍କଠୁ ଅନୁପ୍ରାଣିତ ହୋଇ ଆଇପିଏସ ହେଲି’

ପୂର୍ବତନ ପୁଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା।

author-image
Manoj Swain

ପୂର୍ବତନ ପୁଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଶରତ ମିଶ୍ର ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୭ଟା ୨୨ରେ ଶରତ ମିଶ୍ରଙ୍କ ମୃତ୍ୟୁ ହୋଇଥିବା ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି। ସେ ଦୀର୍ଘଦିନ ଧରି RAW ପାଇଁ କାମ କରିଥିଲେ।। 

Advertisment
Odisha Police Ips