ଆସନ୍ତାକାଲି ପବିତ୍ର ଅଁଳା ନବମୀ। ଏଥିପାଇଁ ପୁରୀ ସ୍ଥିତ ସାକ୍ଷୀ ଗୋପାଳ ମନ୍ଦିରରେ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି ପହଞ୍ଚିଛି। ସାକ୍ଷୀଗୋପୀନାଥ ମନ୍ଦିରର ରଙ୍ଗ କାମ ଶେଷ ହୋଇଥିବା ବେଳେ ମନ୍ଦିର ଆଖପାଖକୁ ସାଜସଜା କରାଯାଇଛି।
ଅଁଳା ନବମୀରେ ରାଧାପାଦ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। କାଲି ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ମାଆ ରାଧାରାଣୀ। ଏଥିସହ ନଟବର ବେଶରେ ଦର୍ଶନ ଦେବେ ପ୍ରଭୁ ସାକ୍ଷୀଗୋପିନାଥ।
Also Read
ଆସନ୍ତାକାଲି ରାତି ୧ ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଆଦି କରାଯାଇ ସୁସଜ୍ଜିତ ବେଶ କରାଯିବ। ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବେ ମାଆ ରାଧାରାଣୀ ଓ ପ୍ରଭୁ ସାକ୍ଷୀ ଗୋପୀନାଥ। ଶ୍ରଦ୍ଧାଳୁଙ୍କ ଭିଡ଼କୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।