ଅଦ୍ୟତନ ହୋଇଛି
ଗୁଗୁଲକୁ କଲେ ଗୁରୁବାହାରିପାରିଲେନି ଜଙ୍ଗଲରୁ |5 Youth Missing In Saptasajya Forest Rescued |Google Map |OR
Advertisment
ସପ୍ତଶଯ୍ୟାରେ ବାଟବଣା କରିଦେଲା ଗୁଗୁଲ୍ ମ୍ୟାପ୍। ଯେଉଁଥିପାଇଁ ଘଞ୍ଚ ଜଙ୍ଗଲରେ ଘୂରି ବୁଲିଲେ ୫ ସାଙ୍ଗ। ସକାଳ ଯାଇ ଦିନ ଗଲା। ତା’ପରେ ରାତି ଆସିଲା। ହେଲେ ଫେରିବାର ରାସ୍ତା ପାଇଲେ ନାହିଁ। ଶେଷରେ ଢେଙ୍କାନାଳ ପୁଲିସ୍ର ସହାୟତା ମାଗିଲେ। ବନ ବିଭାଗ ସହାୟତାରେ ପୁଲିସ୍ ୫ ସାଙ୍ଗଙ୍କୁ ଘଞ୍ଚ ଜଙ୍ଗଲରୁ ସୁରକ୍ଷିତ ଉଦ୍ଧାର କରିଛି। ଜଙ୍ଗଲରେ ସିନା ୫ ସାଙ୍ଗଙ୍କ ଜୀବନ ବଞ୍ଚି ଯାଇଛି, ହେଲେ ଗୁଗୁଲ ମ୍ୟାପ୍କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us