ସୁନାପୁଅକୁ ଗାର୍ଡ ଅଫ ଅନର | Subojit\'s Sudden Demise | Odisha Reporter
ଛୋଟ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର । ସତ୍ୟନଗର ଶ୍ମଶାନରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା ଓ DCP ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୁଲିସ ପକ୍ଷରୁ ଆଜି ଶୁଭୋଜିତଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ସତ୍ୟନଗର ଶ୍ମଶାନରେ ଆଜି ଶୁଭୋଜିତ ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
