ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର || CM Mohan Majhi || CM Grievance Cell || Odisha Reporter
Advertisment
ଆଜିଠୁ ଆରମ୍ଭ ହେଉଛି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଅଭିଯୋଗ ଶୁଣାଣି ପୂର୍ବରୁ ପଞ୍ଜୀକରଣ ପାଇଁ ଲୋକଙ୍କ ଭିଡ଼ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us