ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ।
ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ,ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।
Also Read
୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।