ବାଲି ଉଠାଣ ଉପରେ ପୁଣି ରୋକ ଲଗାଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗତ ୨୧ ତାରିଖରେ ବିଜ୍ଞପ୍ତି ଜାରି କରିଥିଲା ଖଣି ବିଭାଗ।
ଅତି ଆବଶ୍ୟକକୁ ଦୃଷ୍ଟିରେ ରଖି ଅନୁମତି ଦେଇଥିଲା ବିଭାଗ। ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଏଭଳି ବିଜ୍ଞପ୍ତି ଜାରି କରାଯାଇଥିଲା। ରହିତାଦେଶ ଜାରି ସତ୍ତ୍ୱେ ଖଣି ବିଭାଗ ବିଜ୍ଞପ୍ତି ଜାରି କରିଥିବାରୁ ଶୁଣାଣି ବେଳେ କ୍ଷୁବ୍ଧ ହୋଇଥିଲେ ହାଇକୋର୍ଟ।
Also Read
ବିଜ୍ଞପ୍ତି ଉପରେ ସାମୟିକ ଭାବେ ରହିତାଦେଶ ଲଗାଇବା ସହ ପେବ୍ରୁଆରୀ ପ୍ରଥମ ସପ୍ତାହରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ। ଶୁଣାଣି ବେଳେ କଟକର କିଛି ବାଲିଘାଟର ଉଦାହରଣ ଦେବା ସହ ସାରାରାଜ୍ୟରେ ବାଲିଉଠାଣ ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।