ମୁଖ୍ୟମନ୍ତ୍ରୀଙ୍କ ଗାଡି ଅଟକାଇଦେଲେ ଏ ମହିଳା... | Odisha Reporter
ଗତକାଲି ରାଜଧାନୀ ଭୁବନେଶ୍ୱରର ବିଚ୍ ରାସ୍ତାରେ ଜଣେ ମହିଳା ହାଇଡ୍ରାମା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍କେଡ୍କୁ ପଶି ଆସିଲେ। ଆଉ ପ୍ରତିବାଦ କରିଥିଲେ। ତେବେ ପ୍ରତିବାଦ କରିଥିବା ମହିଳା କିଏ ଓ କ’ଣ ପାଇଁ କାର୍କେଡ୍କୁ ପଶି ଆସିଲେ, ତାହା ଜଣାପଡ଼ି ନାହିଁ। ତେବେ ଶୁଣିବାକୁ ମିଳୁଛି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ୍ ଟ୍ରାଫିକ୍ ଅଟକାଇଥିଲା। ଯେଉଁଥିପାଇଁ ମହିଳା ଜଣକ ରାଗି ଯାଇଥିଲେ ଓ କାର୍କେଡ୍ ଆଗକୁ ଆସି ପ୍ରତିବାଦ କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
