ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଟକାଇଲେ ମହିଳା

  • Published: Wednesday, 10 July 2024
  • , Updated: 10 July 2024, 11:55 AM IST

ଗତକାଲି ରାଜଧାନୀ ଭୁବନେଶ୍ୱରର ବିଚ୍‌ ରାସ୍ତାରେ ଜଣେ ମହିଳା ହାଇଡ୍ରାମା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ପଶି ଆସିଲେ। ଆଉ ପ୍ରତିବାଦ କରିଥିଲେ। ତେବେ ପ୍ରତିବାଦ କରିଥିବା ମହିଳା କିଏ ଓ କ’ଣ ପାଇଁ କାର୍‌କେଡ୍‌କୁ ପଶି ଆସିଲେ, ତାହା ଜଣାପଡ଼ି ନାହିଁ। ତେବେ ଶୁଣିବାକୁ ମିଳୁଛି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ୍‌ ଟ୍ରାଫିକ୍‌ ଅଟକାଇଥିଲା। ଯେଉଁଥିପାଇଁ ମହିଳା ଜଣକ ରାଗି ଯାଇଥିଲେ ଓ କାର୍‌କେଡ୍‌ ଆଗକୁ ଆସି ପ୍ରତିବାଦ କରିଥିଲେ।

Related story