ରାସନକାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ସୂଚନା। କହିଲେ, E-Kyc ପାଇଁ ଯେଉଁଠି ଚାହିଁଲେ ବି କରିପାରିବେ। ଓଡିଶା ବାହାରେ ଥିଲେ ବି କରିପାରିବେ E-Kyc, କଟିବନି ରାସନ କାର୍ଡ।