କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା

୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।

capital hospital governing body meeting

କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ

Debadatta Aryashrestha
  • Published: Tuesday, 19 November 2024
  • Updated: 19 November 2024, 04:21 PM IST

Sports

Latest News

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ ବୋଲି ରୋଗୀ କଲ୍ୟାଣ ସମିତି ବୈଠକରେ ନିଷ୍ପତ୍ତି ହୋଇଛି।

ଆଜି କ୍ୟାପିଟାଲ ହସ୍ପିଟାଲରେ ବସିଥିବା ରୋଗୀ କଲ୍ୟାଣ ସମିତି ଗଭର୍ଣ୍ଣିଂ କମିଟି ବୈଠକରେ ହସ୍ପିଟାଲ ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ସାଂସଦଙ୍କ କହିବା ଅନୁଯାୟୀ, ପ୍ରତି ମାସରେ ହସ୍ପିଟାଲକୁ ୧ ହଜାର ୪୩୨ଟି ଡାଇଲେସିସ କେସ୍ ଆସୁଛି। ଏବେ ଯେତିକି ବେଡ୍ ରହିଛି, ପ୍ରତ୍ୟେକ ବେଡରେ ଦୈନିକ ୩ଟି ସିଟିଂରେ ଡାଇଲେସିସ କରାଯାଉଛି। ଏହାକୁ ଦୈନିକ ୪କୁ ବୃଦ୍ଧି କରାଯିବାର ଯୋଜନା ରହିଛି। ଅର୍ଥାତ ୪ଟି ସିଟିଂରେ ଡାଇଲେସିସ କରାଯିବ। ସେହିପରି ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରିବାକୁ ନିଷ୍ପତ୍ତି ହୋଇଛି।

Also Read

ଏହା ସହିତ ହସ୍ପିଟାଲରେ ମନ୍ଥର ଗତିରେ ଚାଲିଥିବା ନିର୍ମାଣ କାର୍ଯ୍ୟକୁ ଯଥା ଶୀଘ୍ର ସାରିବାକୁ ମଧ୍ୟ R&B ବିଭାଗକୁ କୁହାଯାଇଥିବା ସୂଚନା ରହିଛି। ତେବେ ଦୈନିକ ହସ୍ପିଟାଲରେ ରୋଗୀ ସଂଖ୍ୟା ବୃଦ୍ଧି ହେଉଥିବା ବେଳେ କିପରି ରୋଗୀ ସେବା ସଠିକ୍ ଯୋଗାଇ ଦିଆଯାଇ ପାରିବ, ସେନେଇ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଭୁବନେଶ୍ୱର ସାଂସଦଙ୍କ ସମେତ ଭୁବନେଶ୍ୱର ମଧ୍ୟ ଏବଂ ଏକାମ୍ର ବିଧାୟକ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ହସ୍ପିଟାଲର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story