ଭୁବନେଶ୍ବରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ

  • Published: Wednesday, 31 July 2024
  • , Updated: 31 July 2024, 12:41 PM IST

ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସହରରେ ଗଢିଉଠିଛି ମାଳମାଳ ବେଆଇନ୍ ଆପାର୍ଟମେଣ୍ଟ। ଯାହାର ବାସ୍ତବ ଚିତ୍ର ନଗର ଉନ୍ନୟନ ବିଭାଗ ପାଖରେ ବି ନାହିଁ। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପଶ୍ନର ଲିଖିତ ଉତ୍ତରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ବେଆଇନ୍ ଭାବେ ରାଜ୍ୟରେ କେତେ ସଂଖ୍ୟକ ବେଆଇନ୍ ଆପାର୍ଟମେଣ୍ଟ ତିଆରି ହୋଇଛି ତାର ଆକଳନ ହୋଇନି। ଦେଖନ୍ତୁ ପୂରା ରିପୋର୍ଟ । 

 

Related story