/odisha-reporter/media/post_attachments/uploadimage/library/16_9/16_9_0/IMAGE_1721825696.jpg)
Interceptor missile
ବାଲେଶ୍ୱର ଅବଦୁଲ କଲାମ ଦ୍ୱୀପରୁ ଇଣ୍ଟରସେପ୍ଟର ମିଜାଇଲର ପରୀକ୍ଷଣ କରାଯାଇଛି। ଆଜି ଅପରାହ୍ନ ୪ଟା ୨୫ ମିନିଟ ସମୟରେ ମିଜାଇଲର ବ୍ୟବହାରିକ ପରୀକ୍ଷଣ ହୋଇଥିଲା। ପ୍ରଥମେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡରୁ ପୃଥ୍ୱୀ-୨ ଉତ୍ କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର ମିଜାଇଲ ଉତ୍ କ୍ଷେପଣ କରାଯାଇଥିଲା। ଯାହା ଆକାଶ ମାର୍ଗରେ ପୃଥୀକୁ ସଫଳତାର ସହ ଭେଦ କରିଥିବା ସୂଚନା ମିଳିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
