Advertisment

ଇଣ୍ଟରସେପ୍ଟର ମିଜାଇଲର ସଫଳ ପରୀକ୍ଷଣ

ପ୍ରଥମେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡରୁ ପୃଥ୍ୱୀ-୨ ଉତ୍ କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର ମିଜାଇଲ ଉତ୍ କ୍ଷେପଣ କରାଯାଇଥିଲା।

ଅଦ୍ୟତନ ହୋଇଛି
Interceptor missile

Interceptor missile

Advertisment

ବାଲେଶ୍ୱର ଅବଦୁଲ କଲାମ ଦ୍ୱୀପରୁ ଇଣ୍ଟରସେପ୍ଟର ମିଜାଇଲର ପରୀକ୍ଷଣ କରାଯାଇଛି। ଆଜି ଅପରାହ୍ନ ୪ଟା ୨୫ ମିନିଟ ସମୟରେ ମିଜାଇଲର ବ୍ୟବହାରିକ ପରୀକ୍ଷଣ ହୋଇଥିଲା। ପ୍ରଥମେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡରୁ ପୃଥ୍ୱୀ-୨ ଉତ୍ କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର ମିଜାଇଲ ଉତ୍ କ୍ଷେପଣ କରାଯାଇଥିଲା। ଯାହା ଆକାଶ ମାର୍ଗରେ ପୃଥୀକୁ ସଫଳତାର ସହ ଭେଦ କରିଥିବା ସୂଚନା ମିଳିଛି।

Advertisment
Missile Experiment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe