ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ

ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।

Odia University

ଓଡ଼ିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ

Ordigital Desk
  • Published: Thursday, 28 November 2024
  • Updated: 28 November 2024, 10:54 PM IST

Sports

Latest News

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଥିବାବେଳେ ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁରଠାରେ ଖଲ୍ଲିକୋଟ ବିଶ୍‌ବବିଦ୍ୟାଳୟର କୁଳସଚିବ ଭାବେ ବଦଳି କରାଯାଇଛି । ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପାଢ଼ୀଙ୍କୁ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ହୋଇଥିବା ଓଏଏସ୍ ବଦଳି ସଂକ୍ରାନ୍ତ ୪ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଅନୁସାରେ ଓଏଏସ୍ ସଞ୍ଜିବିତା ରାୟଙ୍କୁ କଟକସ୍ଥିତ ଓଡ଼ିଶା ଲୋକସେବା ଆୟୋଗର ଯୁଗ୍ମ ପରୀକ୍ଷା ନିୟନ୍ତ୍ରକ ଭାବେ ବଦଳି ହୋଇଛି । ସେହିପରି ଭୁବନେଶ୍ୱରରେ ଇଡକୋ ଲ୍ୟାଣ୍ଡ ଅଫିସର ସ୍ୱାତୀ ମିଶ୍ର ଓ ଓଏଏସ୍ ଅମ୍ବିକା ପ୍ରସାଦ ଦାଶଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି ।  ଶିଳ୍ପ ବିଭାଗର ଉପନିର୍ଦ୍ଦେଶକ ହରପ୍ରିୟା ଦାଶଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଭାବେ କଟକରେ ଅବସ୍ଥାପିତ କରାଯାଇଛି । ସେହିପରି ଓଏଏସ୍ ମାନସ ରଞ୍ଜନ ସାମଲଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଉପସଚିବ ଭାବେ ବଦଳି ହୋଇଛି ।

Also Read

ସେହିପରି ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି । ଓଏଏସ୍ ଇତିଶ୍ରୀ ଦାସଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ସୁଚିତ୍ରା ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରେ ଅତିରିକ୍ତ ଆବାସିକ କମିଶନର ଭାବେ ଅବସ୍ଥାପିତ କରାଯାଇଛି । ଓଏଏସ୍ ଦୁର୍ଗା ପ୍ରସାଦ ମହାରଣାଙ୍କୁ ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଅର୍ଥ ସମବାୟ ନିଗମର ଜେନେରାଲ ମ୍ୟାନେଜର ଭାବେ ବଦଳି ହୋଇଛି । ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଅନନ୍ତ ନାରାୟର ଲାଗୁରୀଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ଅକ୍ଷୟ କୁମାର ଖେମୁଡୁଙ୍କୁ ରାୟଗଡ଼ା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ(ସିଡିଓ), ହେମାବନ୍ତୀ ପାତ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଉପସଚିବ, ଅଜୟ କୁମାର ପ୍ରଧାନଙ୍କୁ ରାୟଗଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଓ ନିର୍ଲିପ୍ତା ମହାନ୍ତିଙ୍କୁ ବାଲେଶ୍ୱର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି । ନିର୍ଲିପ୍ତା ଏବେ ଯାଜପୁରସ୍ଥିତ ଯଯାତିକେଶରୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନ) ଭାବେ କାର୍ଯ୍ୟ କରୁଥିଲେ ।

ସେହିପରି ବୋର୍ଡ ଅଫ ରେଭନ୍ୟୁରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଓଏଏସ୍ ଦେବାଶୀଷ ପଟ୍ଟନାୟକ(ଖ)ଙ୍କ ବଦଳି ଆଦେଶକୁ ରଦ୍ଦ କରାଯାଇ ତାଙ୍କୁ ସେଠାରେ କାର୍ଯ୍ୟ କରିବାକୁ ଅନୁମତି ଦିଆଯାଇଛି । ଶ୍ରୀ ପଟ୍ଟନାୟକଙ୍କୁ ଜଗତସିଂହପୁର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଗତମାସ ୨୯ତାରିଖରେ ବଦଳି ହୋଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story