ପତ୍ନୀଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ଜୁଏଲ

ଝିଙ୍ଗିଆ ଓରାମଙ୍କୁ ୫୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ।

Jitendra Garnayak
  • Published: Sunday, 18 August 2024
  • Updated: 18 August 2024, 09:51 AM IST

Sports

Latest News

ପତ୍ନୀ ଝିଙ୍ଗିଆ ଓରାମଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ିଛନ୍ତି ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ଗତକାଲି ରାତି ୧୦ଟା ୫୦ରୁ ୫୫ ମଧ୍ୟରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଥିଲା। ସେ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେଠାରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ଅବସ୍ଥା ଗୁରୁତର ହୋଇଯାଇଥିଲା ଓ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos