Advertisment

ପତ୍ନୀଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ଜୁଏଲ

ଝିଙ୍ଗିଆ ଓରାମଙ୍କୁ ୫୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ।

Advertisment

ପତ୍ନୀ ଝିଙ୍ଗିଆ ଓରାମଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ିଛନ୍ତି ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ଗତକାଲି ରାତି ୧୦ଟା ୫୦ରୁ ୫୫ ମଧ୍ୟରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଥିଲା। ସେ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେଠାରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ଅବସ୍ଥା ଗୁରୁତର ହୋଇଯାଇଥିଲା ଓ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। 

Advertisment
Juel Oram
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe