‘ତାଙ୍କ ବିୟୋଗରେ ମୋତେ ଚାରିଦିଗ ଅନ୍ଧାର ଦେଖାଯାଉଛି’

ଜୁଏଲଙ୍କ ରାଜନୀତିକ ଓ ବ୍ୟକ୍ତିଗତ କାର୍ଯ୍ୟରେ ପତ୍ନୀ ଝିଙ୍ଗିଆ ଓରାମଙ୍କର ଥିଲା ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା।

Jitendra Garnayak
  • Published: Sunday, 18 August 2024
  • Updated: 18 August 2024, 09:43 AM IST

Sports

Latest News

ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos