‘ମୁଁ ତାଙ୍କ ଭଳି ପତ୍ନୀ ସାତ ଜନ୍ମ ପାଇଁ ଚାହେଁ’ | Odisha Reporter
Advertisment
ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us