ଜଷ୍ଟିସ ସୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଆଜି ଓଡ଼ିଶା ସମେତ କେରଳ,ତେଲେଙ୍ଗାନା ଓ ଗୁଜୁରାଟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରିଛି ।

Subhasis Talapatra

ଜଷ୍ଟିସ ଶୁଭାଶିଷ ତାଳପତ୍ର

Ordigital Desk
  • Published: Wednesday, 19 July 2023
  • Updated: 19 July 2023, 10:34 PM IST

Sports

Latest News

ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି । ଆସନ୍ତାମାସ ୭ତାରିଖରେ ବର୍ତ୍ତମାନର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିବେ ।

Also Read

ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଆଜି ଓଡ଼ିଶା ସମେତ କେରଳ,ତେଲେଙ୍ଗାନା ଓ ଗୁଜୁରାଟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରିଛି । ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସୁପ୍ରିମକୋର୍ଟ କଲେଜିୟମ ପୂର୍ବରୁ ଜୁଲାଇ ୫ତାରିଖରେ ଜଷ୍ଟିସ ତାଳପତ୍ରଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ନିମନ୍ତେ ସୁପାରିଶ କରିଥିଲେ । ଜଷ୍ଟିସ ତାଳପତ୍ର ୨୦୧୧ ନଭେମ୍ବର ୧୫ତାରିଖରେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇଥିଲେ । ୨୦୧୩ରେ ତ୍ରିପୁରାରେ ସ୍ୱତନ୍ତ୍ର ହାଇକୋର୍ଟ ସ୍ଥାପନ ହେବା ପରେ ସେ ନିଜ ଗୃହ ରାଜ୍ୟ ତ୍ରିପୁରା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରିଥିଲେ । ଜଷ୍ଟିସ ତାଳପତ୍ରଙ୍କ ବଦଳି ପରେ ସେ ୨୦୨୨ ଜୁନ୍ ୧୦ତାରିଖରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story