ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି।
ଜୟପୁର ବିଡିଓ ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଥିବା ସୂଚନା ମିଳିଛି। ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ବାର୍ଦ୍ଧକ୍ୟ ଜନିତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି।
Also Read
ସୂଚନାଯୋଗ୍ୟ, ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ।ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନର ସମ୍ମାନିତ କରାଯାଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।