Advertisment

ହରିଦାସପୁର- ପାରାଦୀପ ଦ୍ଵିତୀୟ ରେଳ ଲାଇନ ପାଇଁ ବୈଜୟନ୍ତଙ୍କ ପ୍ରସ୍ତାବ

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ମାଧ୍ୟମରେ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

author-image
Manoj Swain

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ମାଧ୍ୟମରେ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। 

Advertisment
Odisha Kendrapada Baijayant Panda