ମୟୁରଭଞ୍ଜର ସୁନାନାକୀ ଆଦିବାସୀ ବୋହୂ ଭାରତୀ ସିଂ ଏବେ ଟ୍ରେଣ୍ଡିଙ୍ଗରେ । ପାଣ୍ଡିଆନଙ୍କ ନାଁ ନେଇ କହିବା ପରେ ଚାକିରି ଯିବା ଆଉ ଏହାକୁ ନେଇ ବିଭିନ୍ନ ସଙ୍ଗଠନ ଭାରତୀଙ୍କ ପାଇଁ ଆଗକୁ ଆସିବା ପରେ ଘରେ ଘରେ ପରିଚିତ ହୋଇଗଲେଣି ଏହି ମହିଳା। ରୋକଠୋକ କଥାବାର୍ତ୍ତା ସାଙ୍ଗକୁ ସରଳ ସ୍ୱଭାବର ଭାରତୀ ହେଉଛନ୍ତି ଏକ ଅନୁନ୍ନତ ପଛୁଆ ଅଂଚଳର ମୁଣ୍ଡା ସମ୍ପ୍ରଦାୟର ବୋହୂ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।
Miscellaneous
ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।
Miscellaneous
୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁଲାଇ ୧ରୁ ପ୍ରତ୍ୟେକ ସୋମବାର ‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ’ରେ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।
Miscellaneous
ଗାଁରେ ମହାବଳର ପଦ ଚିହ୍ନ! ଲୋକେ ଭୟଭୀତ
ଗତ କିଛି ଦିନ ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହ ପାଳିତ ପଶୁ ମାରି ଖାଇବା ପରେ ଆଜି ସକାଳେ ଗଜପତି ଜିଲ୍ଲା ଚନ୍ଦ୍ରଗିରି ବନାଞ୍ଚଳ ଆକିଲି ଫାର୍ମ ନିକଟରେ ବାଘର ପାଦ ଚିହ୍ନ ଠାବ କରିଛି ବନ ବିଭାଗ।