ଆଜି ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ

୨୦୧୮ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ୧୭ ଜଣିଆ ଟିମ୍ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରିବାକୁ ଶ୍ରୀମନ୍ଦିର ଭିତରକୁ ଯାଇଥିଲେ।

Puri Temple PhotoRepresentational Image

Tapaswini Nayak
  • Published: Tuesday, 28 November 2023
  • Updated: 28 November 2023, 07:56 AM IST

ଆଜି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ। ବାହାରପଟୁ ଲେଜର ସ୍କାନିଂ ପାଇଁ ASIକୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ କରାଯିବ। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

Also Read

ତେବେ ସେତେବେଳେ ଚାବି ନମିଳିବାରୁ ଫେରିଆସିଥିଲେ। ରତ୍ନଭଣ୍ଡାର କାନ୍ଥରେ ଅନେକ ଫାଟ ରହିବା ସହ କାନ୍ଥ ଓଦାଳିଆ ରହୁଥିବା ଯାଂଚ ରିପୋର୍ଟରେ ଉଲ୍ଲେଖ ରହିଛି। ତେଣୁ ବାହାର ପଟ ସହ ଭିତରେ ମଧ୍ୟ ତୁରନ୍ତ ଲେଜର ସ୍କାନିଂ କରିବାକୁ ଦାବି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story