Advertisment

ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ

ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି । ୪ ବର୍ଷ ପରେ ଲୋକସେବା ଭବନକୁ ସମ୍ବାଦିକମାନଙ୍କୁ ମିଳିଲା ପ୍ରବେଶ ଅନୁମତି । ୨୦୨୦ ମାର୍ଚ୍ଚ ମାସଠାରୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା।

author-image
Debendra Prusty

ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି । ୪ ବର୍ଷ ପରେ ଲୋକସେବା ଭବନକୁ ସମ୍ବାଦିକମାନଙ୍କୁ ମିଳିଲା ପ୍ରବେଶ ଅନୁମତି । ୨୦୨୦ ମାର୍ଚ୍ଚ ମାସଠାରୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା।

Advertisment
Odisha Bjp Lokseva Bhavan Press