ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କର ଆଜି ହେବ ମହାସ୍ନାନ। ଚୋରମାନେ ମା'ଙ୍କୁ ସ୍ପର୍ଶ କରିଥିବା ଯୋଗୁ ୧୦୮ ଗରା ଜଳରେ ମା’ଙ୍କର ମହାସ୍ନାନ କରାଯିବ। ପ୍ରଥମେ ପୂଣ୍ୟତୋୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମା’ ଭଉଣୀମାନେ।
ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଆଣି ୯୯୯ ପାହାଚ ଚଢ଼ି ସେବାୟତ ପରିବାରର ମା’ ଭଉଣୀମାନେ ମନ୍ଦିର ଉପରକୁ ଯିବେ। ସେଠାରେ ମା’ଙ୍କର ମହାସ୍ନାନ କରାଯିବ। ଏହା ସହ ବିଭିନ୍ନ ରୀତିନୀତିରେ ମା’ଙ୍କର ପୂଜାର୍ଚ୍ଚନା କରାଯିବ।
Also Read
ଗତ ୬ ତାରିଖରେ ମା'ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୁପା ଅଳଙ୍କାର ଚୋରି କରି ନେଇଥିଲେ ଦୁର୍ବୃତ୍ତ। ମା'ଙ୍କୁ ଚୋରମାନେ ସ୍ପର୍ଶ କରିଥିବା ଯୋଗୁଁ ଏହି ମହାସ୍ନାନ କରାଯାଉଥିବା ପୂଜକ ସୂଚନା ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।