ସାବଧାନ ! ମାତିଛି ମହାବଳ || Odisha Reporter||
Advertisment
ଗଜପତି ଜିଲ୍ଲା ଅଁଳାବର ଜଙ୍ଗଲରେ ବୁଲୁଛି ମହାବଳ ବାଘ। ତେବେ କିଛି ଦିନ ତଳେ ଗଜପତି ଜିଲ୍ଲା ରାୟଗଡ଼ ଅଞ୍ଚଳରେ ଏହି ମହାବଳଟି ଗାଈଗୋରୁ ଶିକାର କରୁଥିବା ଜଣାପଡ଼ିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।