ଭୁବନେଶ୍ୱରର ଭରତପୁର ଥାନା ମାମଲାକୁ ନେଇ ଚର୍ଚ୍ଚାରେ ଥିବା ଆର୍ମି ମେଜରଙ୍କ ବାନ୍ଧବୀଙ୍କ ପାଇଁ ନିଯୁକ୍ତ ହେଲେ ବ୍ୟକ୍ତିଗତ ସୁରକ୍ଷା କର୍ମୀ ବା ପିଏସ୍ଓ। କମିଶନରେଟ୍ ପୁଲିସ ପକ୍ଷରୁ ତାଙ୍କୁ ପିଏସଓ ଯୋଗାଇ ଦିଆଯାଇଛି।
Also Read
ଗତ ୧୪ ତାରିଖ ରାତିରେ ଚନ୍ଦକା ରାସ୍ତାରେ କିଛି ଛାତ୍ର ତାଙ୍କୁ ଦୁର୍ବ୍ୟବହାର କରିବା ସହ ଆକ୍ରମଣ କରିଥିବା ଅଭିଯୋଗ ଆଣିଥିଲେ ମେଜରଙ୍କ ବାନ୍ଧବୀ। ଏହି ଅଭିଯୋଗ ନେଇ ସେ ଓ ତାଙ୍କ ପୁରୁଷ ବନ୍ଧୁ (ଭାରତୀୟ ସେନାରେ ମେଜର ଥିବା ଗୁରୁବଂଶ ସିଂହ) ଭରତପୁର ଥାନାକୁ ଯାଇଥିଲେ। ତେବେ ସେଠାରେ ପୁଲିସ ତାଙ୍କୁ ଅକଥନୀୟ ନିର୍ଯାତନା ଦେଇଥିବା ଅଭିଯୋଗ ଆଣିଥିଲେ ସେ। ଏହି ଘଟଣାକୁ ନେଇ ପୂରା ଏକ ସପ୍ତାହ ବିବାଦ ଲାଗି ରହିଲା। ମୁଖ୍ୟମନ୍ତ୍ରୀ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ପୀଡ଼ିତା ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କରିଥିଲେ। ତାଙ୍କ ସହିତ ତାଙ୍କ ବାପା, ମେଜର ଗୁରୁବଂଶ ସିଂହ ଓ କେତେ ଜଣ ଅବସରପ୍ରାପ୍ତ ସେନା ଅଧିକାରୀ ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।