ଆମ ଝିଅ, ପ୍ରଥମ ମହିଳା ଏଡିସି | Odisha Reporter
ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ADC । ବାୟୁସେନା ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ମନୀଷାଙ୍କୁ ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ADC (Aide-De-Camp) ଭାବେ ନିଯୁକ୍ତି ଦେଇଛନ୍ତି । ସ୍କ୍ୱାର୍ଡନ ଲିଡର ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ବାୟୁସେନା ଅଧିକାରୀ । ସେ ଏହି ପଦବୀରେ ନିଯୁକ୍ତ ହୋଇଥିବା ଦେଶର ପ୍ରଥମ ମହିଳା । ତେବେ ଏନେଇ ମନିଷାଙ୍କ ବାପା ମା'ଙ୍କ ପ୍ରତିକ୍ରିୟା ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
