Advertisment

ଓଡ଼ିଆ ଝିଅ ହେଲେ ଦେଶର ପ୍ରଥମ ମହିଳା ADC

ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ADC ।

ଅଦ୍ୟତନ ହୋଇଛି
Advertisment

ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ADC । ବାୟୁସେନା ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ମନୀଷାଙ୍କୁ ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ADC (Aide-De-Camp) ଭାବେ ନିଯୁକ୍ତି ଦେଇଛନ୍ତି । ସ୍କ୍ୱାର୍ଡନ ଲିଡର ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ବାୟୁସେନା ଅଧିକାରୀ । ସେ ଏହି ପଦବୀରେ ନିଯୁକ୍ତ ହୋଇଥିବା ଦେଶର ପ୍ରଥମ ମହିଳା । ତେବେ ଏନେଇ ମନିଷାଙ୍କ ବାପା ମା'ଙ୍କ ପ୍ରତିକ୍ରିୟା ଶୁଣନ୍ତୁ ।

Advertisment
Odisha Indian Air Force
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe