ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ୍ ଅଣ୍ଡରଟେକିଂ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗତକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି।
ଦେଶର ଗୁରୁତ୍ୱପୂର୍ଣ୍ଣ କମିଟି ଗୁଡ଼ିକ ମଧ୍ୟରୁ ପବ୍ଲିକ ଅଣ୍ଡରଟେକିଂ କମିଟି ଅନ୍ୟତମ। ଶ୍ରୀ ପଣ୍ଡା ଏହି କମିଟିର ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପଞ୍ଚମ ବୈଠକ। ଏହି ବୈଠକରେ ସିପିଂ କର୍ପୋରେସନ ଅଫ ଇଣ୍ଡିଆ, ବନ୍ଦର ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟର ପ୍ରତିନିଧିମାନେ କମିଟି ସମ୍ମୁଖରେ ଉପସ୍ଥିତ ହୋଇ ନିଜର ପକ୍ଷ ରଖିଛନ୍ତି।
Also Read
ଏହି ବୈଠକରେ ଓଡ଼ିଶାରୁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ସମେତ ଅନ୍ୟ ସଦସ୍ୟ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Miscellaneous
ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ । ତା’ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଛନ୍ତି ଓ ସେଠାରେ ରାତ୍ରିଯାପନ କରିବେ ।
Miscellaneous
ମନ୍ତ୍ରୀଙ୍କ ତାଗିଦ୍: ୩୧ସୁଦ୍ଧା ଇ-କେୱାଇସି ନକଲେ ଅକାମୀ ହୋଇଯିବ ରାସନକାର୍ଡ
ଏବେ ସୁଦ୍ଧା ୪୯ ଲକ୍ଷ ରାସନକାର୍ଡ ହିତାଧିକାରୀ ନିଜର ଇ-କେୱାଇସି ଯାଂଚ ପ୍ରକ୍ରିୟା ଶେଷ କରିନାହାନ୍ତି । ସେମାନଙ୍କୁ ଜାନୁୟାରୀ ୩୧ତାରିଖ ସୁଦ୍ଧା ଏହି ଇ-କେୱାଇସି ଯାଂଚ ସମ୍ପୂର୍ଣ୍ଣ କରିବାକୁ ରାଜ୍ୟ ସରକାର ସମୟ ଦେଇଛନ୍ତି ।
Miscellaneous
କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ବସ୍; ମହିଳାଙ୍କ ପାଇଁ ୫୦% ରିହାତି
ମହିଳାଙ୍କ ପାଇଁ ୫୦% ରିହାତି ବ୍ୟବସ୍ଥା ରହିଛି। ରହିବା, ଖାଇବାର ବ୍ୟବସ୍ଥା କରିବ OSRTC। ପୁରୀ, ସମ୍ବଲପୁର, ଭବାନୀପାଟଣା ଓ ବ୍ରହ୍ମପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି OSRTC ଅତିରିକ୍ତ ସଚିବ କହିଛନ୍ତି।