ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଖଣି ମାଲିକଙ୍କ ଠାରୁ ଆଦାୟ ହେଲାନି ପୂର୍ଣ୍ଣ ଜୋରିମାନା । 23 ଲୁହା ଓ ମାଙ୍ଗାନିଜ ଖଣି ମାଲିକଙ୍କ ଉପରେ ପଡ଼ିରହିଛି ପ୍ରାୟ 3 ହଜାର କୋଟି । 6 ବର୍ଷହେଲା ସାର୍ଟିଫିକେଟ କେସ୍ ହୋଇଥିଲେ ବି ଜବତ ହୋଇନି ଖିଲାପୀଙ୍କ ସମ୍ପତ୍ତି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ବାଲିମେଳା ଜଳଭଣ୍ଡାରରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ’
ବୈଠକ ପରେ ଶ୍ରୀ ସିଂଦେଓ କହିଛନ୍ତି, ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପର ନବୀକରଣ କରାଯିବ। ଏଠାରୁ ଆହୁରି ଅଧିକ ୬୦୦ ମେଗାୱାଟ୍ ବିଦ୍ୟୁତ ଉତ୍ପାଦନ କରାଯିବ। ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ଲାଗିବ।
Miscellaneous
ଶ୍ରୀମନ୍ଦିରରେ ପିଟାପିଟି ଲାଗିଲେ ଦୁଇ ସେବାୟତ ଗୋଷ୍ଠୀ
ଆଜି ଅପରାହ୍ନରେ ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟସ୍ଥ ମୁକ୍ତିମଣ୍ଡପ ପାଖରେ ସେବାୟତ ବିଶ୍ୱନାଥ ଖୁଣ୍ଟିଆ ଶ୍ରଦ୍ଧାଳୁଙ୍କୁ ପାଦୁକା ବାଣ୍ଟୁଥିଲେ। ଠିକ୍ ସେତିକି ବେଳେ ନିଜ ସମ୍ପର୍କୀୟ ସେବାୟତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଯେଉଁଥିପାଇଁ ଶ୍ରୀ ଖୁଣ୍ଟିଆ ଲହୁ ଲୁହାଣ ହୋଇଥିଲେ।
Miscellaneous
ଲାଗିଛି ଡୋରି ଯିବି ମୁଁ ପୁରୀ... ପାଦରେ ଚାରି ଧାମ୍ ଯାତ୍ରାରେ ୟୁପି ଯୁବକ
ଅଯୋଧ୍ୟାରୁ କାଶି ବିଶ୍ୱନାଥ ଯାଇଥିଲେ ମିଥିଲେଶ। ବାବାଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ୫୩ ଦିନ ହେଲା ପାଦରେ ଚାଲୁଛନ୍ତି। ପିଠିରେ ଝୁଲୁଥିବା ବ୍ୟାଗରେ ତ୍ରିରଙ୍ଗା ଓ ସନାତନ ପତାକୁ ଉଡାଇ ଚାଲିଛନ୍ତି।
Miscellaneous
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର।
Miscellaneous
ମାଲକାନଗିରିରେ ହେବ ସିମେଣ୍ଟ କାରଖାନା, ନିଯୁକ୍ତି ପାଇବେ ୨୦୦୦
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ଦକ୍ଷିଣରୁ ଉତ୍ତରକୁ ଯୋଡାଯିବ। ମାଲକାନଗିରି ଶେଷ ସୀମା ମୋଟୁରୁ ମୟୂରଭଞ୍ଜର ତିରିଂ ପର୍ଯ୍ୟନ୍ତ ୬ ଲାଇନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ରେଳ ଲାଇନ୍ ଓ ଏନ୍ଏଚ୍ କାମକୁ ତ୍ୱରାନ୍ୱିତ କରାଯିବ।