ସୂର୍ଯ୍ୟଙ୍କ ଜୁଇରେ ନିଆଁ ଦେଲେ ପୁଅ | Odisha Reporter
ପଞ୍ଚଭୂତରେ ବିଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର । ଗଂଜାମ ଦିଗପହଣ୍ଡିରେ ସୂର୍ଯ୍ୟ ପାତ୍ରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସତ୍କାର କରାଯାଇଛି । ଶୋକାକୁଳ ପରିବେଶ ମଧ୍ୟରେ ଅନ୍ତିମ ସତ୍କାର ସଂପନ୍ନ । ସୂର୍ଯ୍ୟଙ୍କୁ ମୁଖାଗ୍ନି ଦେଲେ ପୁଅ ବିପ୍ଲବ ପାତ୍ର ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
