ଅଦ୍ୟତନ ହୋଇଛି
ରାଣୀ ମା’ଙ୍କ ଶେଷକୃତ୍ୟ | Odisha Reporter
Advertisment
ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ। ଖଲ୍ଲିକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଥିବାବେଳେ ରାଣୀ ମା’ଙ୍କୁ ଝୁରୁଛି ପୂରା ଗଞ୍ଜମ ମାଟି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଥିବା ରାଜପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us