Advertisment

ନୂଆବର୍ଷରେ ନନ୍ଦନକାନନ ପାଇବ ନୂଆ ଅତିଥି

ନୂଆବର୍ଷରେ ନନ୍ଦନକାନନ ଚିଡ଼ିଆଖାନା ପାଇବ ନୂଆ ଅତିଥି। ନନ୍ଦନକାନନ ଚିଡ଼ିଆଖାନାକୁ ଆସିବେ ଚିତା, ଧଳା ସିଂହ ଶାବକ ଓ ନୂଆ ପକ୍ଷୀ।

author-image
Manoj Swain

ନୂଆବର୍ଷରେ ନନ୍ଦନକାନନ ଚିଡ଼ିଆଖାନା ପାଇବ ନୂଆ ଅତିଥି। ନନ୍ଦନକାନନ ଚିଡ଼ିଆଖାନାକୁ ଆସିବେ ଚିତା, ଧଳା ସିଂହ ଶାବକ ଓ ନୂଆ ପକ୍ଷୀ। ଦୁବାଇ ଚିଡ଼ିଆଖାନା ସହ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅଧୀନରେ ଜାନୁଆରୀ ମାସରେ ଏମାନଙ୍କୁ ଅଣାଯିବ। ସେହିପରି ଆଲିପୁର ଜୁ ସହ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅଧୀନରେ ଆଉ ଏକ ଜିରାଫ ମଧ୍ୟ ନନ୍ଦନକାନନକୁ ଆସିବ ବୋଲି PCCF ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି।

Advertisment
Nandankanan Zoological Park Bhubaneswar Odisha