Advertisment

ନବୀନ ପଟ୍ଟନାୟକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ଆଜି ଅପରାହ୍ନ ୫ଟା ୧୫ରେ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

Naveen Patnaik

Naveen Patnaik

Advertisment

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଆଜି ତାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅପରାହ୍ନ ୫ଟା ୧୫ରେ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। 

Advertisment

ମାସେ ତଳେ ମୁମ୍ବାଇରୁ ଅସ୍ତ୍ରୋପଚାର ସାରି ଫେରିଥିଲେ ନବୀନ। ସର୍ଭିକାଲ ଆଥ୍ରାଇଟିସ୍ ଅସ୍ତ୍ରୋପଚାର ନିମନ୍ତେ ଗତ ଜୁନ୍ ମାସ ୨୦ ତାରିଖରେ ମୁମ୍ବାଇ ଯାତ୍ରା କରିଥିଲେ ନବୀନ। ସେଠାରେ ୨୦ ଦିନ ରହିବା ପରେ ଗତ ଜୁଲାଇ ୧୨ ତାରିଖରେ ନବୀନ ଭୁବନେଶ୍ୱର ଫେରିଥିଲେ।     

Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe