Advertisment

ନଭେମ୍ବରରୁ ମିଳିବ ନୂଆ ରାସନକାର୍ଡ

ନୂଆ ରାସନ୍ କାର୍ଡ ପାଇଁ ଆବେଦନ କରିଥିବା ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦିଆଯିବ।

author-image
Manoj Swain

ନଭେମ୍ବରରୁ ମିଳିବ ନୂଆ ରାସନକାର୍ଡ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ନୂଆ ରାସନ୍ କାର୍ଡ ପାଇଁ ଆବେଦନ କରିଥିବା ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Ration Card