ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଷ୍ଟିକର

ରାଜ୍ୟ ସରକାରଙ୍କ ପକ୍ଷରୁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ସାଇକେଲରେ ଏଣିକି ଲାଗିବ ଷ୍ଟିକର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Student

Represntational Image

Niharika Rout
  • Published: Wednesday, 29 November 2023
  • Updated: 29 November 2023, 08:39 AM IST

ରାଜ୍ୟ ସରକାରଙ୍କ ପକ୍ଷରୁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ସାଇକେଲରେ ଏଣିକି ଲାଗିବ ଷ୍ଟିକର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଜିଲା ଓ ବ୍ଳକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଛି।

ଚିଠିରେ ଉଲ୍ଲେଖ କରାଯାଇଛି ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ସାଇକେଲରେ ଷ୍ଟିକରିଂ କରାଯିବ। ଆସନ୍ତା ୩୦ ତାରିଖରେ ଏହି ଷ୍ଟିକର ଲଗାଇବାକୁ ନିର୍ଦେଶ ଦିଆଯାଇଛି। ‘ଗଙ୍ଗାଧର ମେହର ଶିକ୍ଷା ମାନକ ବୃଦ୍ଧି ଯୋଜନା’ରେ ସାଇକେଲ ପାଇଁ ଛାତ୍ରୀଛାତ୍ରଙ୍କୁ ୩୫୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯାଇଛି।

ନୂଆ ସାଇକେଲ ନେଇ ସେମାନେ ଗୁରୁବାର ସ୍କୁଲକୁ ଆସିବେ। ବିଦ୍ୟାଳୟରେ ସାଇକେଲ ଯାଞ୍ଚ କରିବେ ଶିକ୍ଷକ। ଯାଞ୍ଚ କରିବା ପରେ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଷ୍ଟିକର ଲଗାଇବେ।

Also Read

ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯେମିତି ବ୍ୟାଘାତ ନ ହେବ ସେଥିପାଇଁ ମଧ୍ୟାହ୍ନଭୋଜନ ବିରତିରେ ଏହି କାମ ହେବ। ମୋ’ ସ୍କୁଲ୍ ପକ୍ଷରୁ ଆବଶ୍ୟକୀୟ ଷ୍ଟିକର ମଧ୍ୟ ଯୋଗାଇ ଦିଆଯାଇଛି।

ଡିସେମ୍ବର ୧୫ ସୁଦ୍ଧା ବିନିଯୋଗ ପ୍ରମାଣପତ୍ର ଦେବାକୁ ନିର୍ଦେଶ ଦିଆଯାଇଛି। ଏଥିପାଇଁ ମଧ୍ୟ ନିୟମାବଳୀ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story