ନିୟତି ପଟ୍ଟନାୟକ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶିକା

ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ନିୟତି ପଟ୍ଟନାୟକଙ୍କୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି।

ଓଏଏସ୍ ଅଫିସରସ୍ତରରେ ବଦଳି PhotoOR

Representational Image

Ordigital Desk
  • Published: Tuesday, 14 November 2023
  • Updated: 14 November 2023, 10:09 PM IST

Sports

Latest News

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ନିୟତି ପଟ୍ଟନାୟକଙ୍କୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ମୋନାଲିସା ଲେଙ୍କାଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଅତିରିକ୍ତ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ଗତ ଅଗଷ୍ଟ ମାସରେ ତାଙ୍କୁ ଓଡ଼ିଶା ରାଜ୍ୟ ମଦ ନିଗମର ଜେନେରାଲ ମ୍ୟାନେଜର ଭାବେ ହୋଇଥିବା ବଦଳିକୁ ଆଜି ବାତିଲ କରାଯାଇଛି।

Also Read

ସେହିପରି ପଂଚାୟତିରାଜ ବିଭାଗ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଧରଣୀଧର ନନ୍ଦଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଦୁର୍ଗାପ୍ରସାଦ ମହାରଣାଙ୍କୁ ଓଡ଼ିଶା ରାଜ୍ୟ ମଦ ନିଗମର ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍ ମମତା ରାଣୀ ନାଏକଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଯୁଗ୍ମ ସଚିବ ଏବଂ ଓଏଏସ୍ ଟୁନୁ ମେହେରଙ୍କୁ ସମ୍ବଲପୁର ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story