କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ସୁରୁଖୁରୁରେ ରାବଣ ପୋଡ଼ି ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । କେବଳ ପରିବେଶକୁ ସୁହାଇଲା ଭଳି ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି।
ରାବଣ ପୋଡ଼ି ପାଇଁ କଟକ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯିବ। ୧୦ ତାରିଖ ଭିତରେ ଏଥିନିମନ୍ତେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ସାରିବାକୁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
Also Read
ରାବଣ ପୋଡ଼ି ଦେଖିବାକୁ କଟକକୁ ବହୁ ଲୋକଙ୍କ ଆଗମନ ହୋଇଥାଏ। ତେଣୁ ଉକ୍ତ ସମୟରେ ଟ୍ରାଫିକର ସୁପରିଚାଳନା ପାଇଁ କଟକ ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବଧର୍ମ ସାଧାରଣ ପରିଷଦ ପକ୍ଷରୁ ଆଗତ ଇଣ୍ଟର ଭେନିଂ ପିଟିସନର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।