Advertisment

ଗଣେଶ ପୂଜାରେ ବାଜିବନି ଡିଜେ

ଚଳିତ ବର୍ଷ ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ବରରେ ଡିଜେ ବନ୍ଦ। ବାଜିବ କେବଳ ପାରମ୍ପରିକ ବାଦ୍ୟ।

author-image
Manoj Swain

ଚଳିତ ବର୍ଷ ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ବରରେ ଡିଜେ ବନ୍ଦ। ବାଜିବ କେବଳ ପାରମ୍ପରିକ ବାଦ୍ୟ। ଉଭୟ ମେଲୋଡି ଓ ଭସାଣୀରେ ବି ଡିଜେ ବ୍ୟାନ୍। ତାସହ ଠାକୁରଙ୍କ ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ ବି ହେବ କାର୍ଯ୍ୟାନୁଷ୍ଠାନ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bhubaneswar Ganesh Puja