୯ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି

ସମ୍ବଲପୁର ଅତିରିକ୍ତ ଉପଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ, ସମ୍ବଲପୁରର ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ବଲାଙ୍ଗିର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

Loka Seva Bhavan PhotoOR

Loka Seva Bhavan

Manoranjan Sial
  • Published: Tuesday, 08 August 2023
  • Updated: 08 August 2023, 09:02 PM IST

Sports

Latest News

ରାଜ୍ୟ ସରକାର ଆଜି ୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ  ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି ।

Also Read

ସେହିପରି ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟୋପୋଙ୍କୁ ସମ୍ବଲପୁର ଚକବନ୍ଦୀ ଓ ବନ୍ଦୋବସ୍ତ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି । ବରଗଡ଼ ଉପଜିଲ୍ଲାପାଳ ଲଲାଟ କୁମାର ଲୁହାଙ୍କୁ ସେହି ବରଗଡ଼ ଜିଲ୍ଲାର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବାବେଳେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କୁ ବରଗଡ଼ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।

ସେହିପରି ସମ୍ବଲପୁର ଅତିରିକ୍ତ ଉପଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ, ସମ୍ବଲପୁରର ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ବଲାଙ୍ଗିର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନିକ) ଏବଂ ବଲାଙ୍ଗିର ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କୁ ସମ୍ବଲପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story