ଅଭିନେତା ମନୋଜ ମିଶ୍ରଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛି ଉତ୍କଳ ସିନେ ଚାମ୍ବର ଅଫ୍ କମର୍ସ (ୟୁସିସିସି)। ଯଦି ଏହି ନିର୍ଦ୍ଦେଶକୁ ଅବମାନନା କରି କୌଣସି ବ୍ୟକ୍ତି ମନୋଜ ମିଶ୍ରଙ୍କୁ ନେଇ ଫିଲ୍ମ ନିର୍ମାଣ କରନ୍ତି, ତା’ହେଲେ ସେହି ଫିଲ୍ମକୁ ଓଡ଼ିଶାରେ କୌଣସି ଫିଲ୍ମ ହଲ୍ରେ ରିଲିଜ୍ କରାଇ ଦିଆଯିବ ନାହିଁ ବୋଲି କହିଛନ୍ତି ୟୁସିସିସି ସଭାପତି ସଞ୍ଜୟ ନାୟକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Miscellaneous
ରାଜ୍ୟ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ୍ ମିଳିବାରେ ବିଳମ୍ବ: ମୁଖ୍ୟ ସଚିବ କ୍ଷୁବ୍ଧ, ମାଗିଲେ ମାସିକିଆ ରିପୋର୍ଟ
ଯଦି କୌଣସି କର୍ମଚାରୀଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅବା ଭିଜିଲାନ୍ସ ମାମଲା ଥାଏ ତା’ହେଲେ ସମ୍ପୃକ୍ତ କର୍ମଚାରୀଙ୍କ ଅବସର ଗ୍ରହଣର ଯଥେଷ୍ଟ ପୂର୍ବରୁ ତାକୁ ଫଏସଲା କରିବା ପାଇଁ ସମ୍ପୃକ୍ତ ବିଭାଗସ୍ତରରେ ପଦକ୍ଷେପ ଗ୍ରହଣ କରାଯିବା ଏକାନ୍ତ ଆବଶ୍ୟକ ।